
ମେଡିକାଲ ଉଇକିପିଡିଆ (ଅଫଲାଇନ)
ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.
앱 정보
Advertisement
앱 설명
Android 앱 분석 및 검토 : ମେଡିକାଲ ଉଇକିପିଡିଆ (ଅଫଲାଇନ), Kiwix Team에서 개발했습니다. 의료 카테고리에 나열되어 있습니다. 현재 버전은 2023-12이며 29/12/2023 에 업데이트되었습니다. Google Play : ମେଡିକାଲ ଉଇକିପିଡିଆ (ଅଫଲାଇନ)에서 사용자 리뷰에 따르면. 5 천 이상의 설치를 달성했습니다. ମେଡିକାଲ ଉଇକିପିଡିଆ (ଅଫଲାଇନ)는 현재 108 리뷰, 평균 등급 4.7 스타를 보유하고 있습니다
ବର୍ଣ୍ଣନା : ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.ଏହା କେଆଇଡବ୍ଲ୍ୟୁଏକ୍ସ (키 윅스 http://www.kiwix.org/) ଦ୍ଵାରା ସଞ୍ଚାଳିତ. (키 윅스의 http://www.kiwix.org/에 의해 구동)
우리는 현재 버전 2023-12를 제공하고 있습니다. 이것은 우리의 최신 버전입니다. 다양한 장치에 적합합니다. Google Play 스토어 또는 우리가 호스팅하는 기타 버전에서 직접 Apk를 무료로 다운로드하십시오. 또한 등록없이 다운로드 할 수 있으며 로그인이 필요하지 않습니다.
옵션이 많은 Samsung, Xiaomi, Huawei, Oppo, Vivo, Motorola, LG, Google, OnePlus, Sony, Tablet ... 용 2000+ 이상의 장치가 있으며 장치에 맞는 게임이나 소프트웨어를 쉽게 선택할 수 있습니다.
Google App Store의 국가 제한이나 장치 측면에서 제한 사항이 있으면 유용 할 수 있습니다.